Masthead

Help “ବଡ଼ ଖବର’ ଅଭିଯାନ, ସ୍ଥାନ: ଉତ୍କଳ ସାମ୍ବାଦିକ ଭବନ, ସମୟ: ଅପରାହ୍ନ ୪ଟା ୭ ଅକ୍ଟୋବର ୨୦୨୧

(ବଡ଼ ଖବର ବ୍ୟୁରୋ): ପ୍ରତିମାସ ଭଳି ଏଥର ବି ୭ ତାରିଖରେ ପାଳିତ ହେବ “ବଡ଼ ଖବର’ ଦିବସ । help “ବଡ଼ ଖବର’ ଅଭିଯାନରେ ଲୋକଙ୍କଠାରୁ ସାହାଯ୍ୟ ଚାହିଁବ ଲୋକଙ୍କ ଚ୍ୟାନେଲ, ଓଡ଼ିଶାର ଏକମାତ୍ର ନିରପେକ୍ଷ ସ୍ୟାଟେଲାଇଟ୍ ନ୍ୟୁଜ ଚ୍ୟାନେଲ “ବଡ଼ ଖବର’ । ପ୍ରତି ବ୍ଲକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହାସହ ଭୁବନେଶ୍ୱରରେ ଏ ସଂପର୍କିତ ଏକ ସାଧାରଣ ସଭାର ମଧ୍ୟ ଆୟୋଜନ କରାଯାଇଛି ।

ଆପଣ ଏଥିରେ ଉପସ୍ଥିତ ରହି ନିରପେକ୍ଷ ସାମ୍ବାଦିକତାକୁ ଉତ୍ସାହିତ କରିବାକୁ ବିଶେଷ ଅନୁରୋଧ । ଆସନ୍ତୁ । ସାହାଯ୍ୟ କରନ୍ତୁ । ଅଭିଯାନରେ ସାମିଲ ହୋଇ ନିରପେକ୍ଷ ଗଣମାଧ୍ୟମକୁ ବଞ୍ଚାନ୍ତୁ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ