Masthead

Help “ବଡ଼ ଖବର’ ଅଭିଯାନ, ସ୍ଥାନ: ଉତ୍କଳ ସାମ୍ବାଦିକ ଭବନ, ସମୟ: ଅପରାହ୍ନ ୪ଟା ୭ ଅକ୍ଟୋବର ୨୦୨୧

(ବଡ଼ ଖବର ବ୍ୟୁରୋ): ପ୍ରତିମାସ ଭଳି ଏଥର ବି ୭ ତାରିଖରେ ପାଳିତ ହେବ “ବଡ଼ ଖବର’ ଦିବସ । help “ବଡ଼ ଖବର’ ଅଭିଯାନରେ ଲୋକଙ୍କଠାରୁ ସାହାଯ୍ୟ ଚାହିଁବ ଲୋକଙ୍କ ଚ୍ୟାନେଲ, ଓଡ଼ିଶାର ଏକମାତ୍ର ନିରପେକ୍ଷ ସ୍ୟାଟେଲାଇଟ୍ ନ୍ୟୁଜ ଚ୍ୟାନେଲ “ବଡ଼ ଖବର’ । ପ୍ରତି ବ୍ଲକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହାସହ ଭୁବନେଶ୍ୱରରେ ଏ ସଂପର୍କିତ ଏକ ସାଧାରଣ ସଭାର ମଧ୍ୟ ଆୟୋଜନ କରାଯାଇଛି ।

ଆପଣ ଏଥିରେ ଉପସ୍ଥିତ ରହି ନିରପେକ୍ଷ ସାମ୍ବାଦିକତାକୁ ଉତ୍ସାହିତ କରିବାକୁ ବିଶେଷ ଅନୁରୋଧ । ଆସନ୍ତୁ । ସାହାଯ୍ୟ କରନ୍ତୁ । ଅଭିଯାନରେ ସାମିଲ ହୋଇ ନିରପେକ୍ଷ ଗଣମାଧ୍ୟମକୁ ବଞ୍ଚାନ୍ତୁ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ