Masthead

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ୍

ବାରିପଦା(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ବାରିପଦା ଜନସ୍ୱାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ବାଣେଶ୍ୱର ନାଏକ । ସହକାରୀ ଯନ୍ତ୍ରୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଞ୍ଚ କରୁଛି ଭିଜିଲାନ୍ସ ଏକ କାଳୀନ ୫ଟି ସ୍ଥାନରେ ଚାଲିଛି ଚଢ଼ାଉ ।ବାରିପଦା ରଘୁନାଥପୁରରେ ତିନି ମହଲା ଆବାସିକ ଘର, ବଡ଼ସାହି ତଳମୁଣ୍ଡରରେ ଥିବା ଦୁଇ ମହଲା ଘର, ତଳଣ୍ଡାରେ ଥିବା ପୈତୃକ ଘର ସହ ବୈଶିଙ୍ଗା ମାଣିତ୍ରୀରେ ଥିବା ସମ୍ପର୍କୀୟଙ୍କ ଘରେ ଚାଲିଛି ଚଢ଼ାଉ । ଚଢ଼ାଉରେ ସାମିଲ ଅଛନ୍ତି ଦୁଇଜଣ ଅତିରିକ୍ତ ଏସପି, ୩ ଡ଼ିଏସପି, ୭ ଇନିସ୍ପେକ୍ଟର, ଜଣେ ଏସଆଇ, ୭ ଏଏସଆଇ ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ