Masthead

ସାଇବର ଠକ ସାବଧାନ! ଆସିଗଲା ହେଲ୍ପଲାଇନ ନମ୍ବର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାଇବର ଅପରାଧ ରୋକିବାକୁ ଜାରି ହେଲା ହେଲ୍ପଲାଇନ୍ ନମ୍ବର । ସହାୟତା ନମ୍ବର-୭୪୪୦୦୦୬୭୦୯ ଜାରି ହୋଇଛି । ଠକଙ୍କ ମୋବାଇଲ ନମ୍ବର ବ୍ଲକ ସହ ଆକାଉଣ୍ଟ ଖୋଲିଲେ ବ୍ଲକ କରାଯିବ । ଠକେଇ ଟଙ୍କା କୁଆଡେ ଯାଉଛି ଓ କେଉଁ ଆକାଉଣ୍ଟକୁ ଯାଉଛି ତାହାକୁ ଧରାଯିବ । ଠକେଇ ହେବାର ୧ଘଣ୍ଟା ମଧ୍ୟରେ ହେଲ୍ପ ଡେକ୍ସରେ ଜଣାଇବାକୁ ପରାମର୍ଶ ଦିଆଯାଇଛି । ଆସିଥିବା ୟୁଆର୍ଏଲ୍ ଦେବା ମାତ୍ରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି ।

ଥାନାରେ ଅଭିଯୋଗ ପହଞ୍ଚିବା ମାତ୍ରେ ଆଇଆଇସିଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦିଆଯିବ । ସନ୍ଦେହଜନକ କଲ୍ ଆସିଲେ ପୋଲିସକୁ ଜଣାଇବାକୁ କୁହାଯାଇଛି । ଏହି ଦାୟିତ୍ୱରେ ଜଣେ ସବ୍ ଇନ୍ସପେକ୍ଟର ଓ ୭ ଜଣ କନେଷ୍ଟବଳ ଥିବା କମିଶନରେଟ ପୋଲିସ ପକ୍ଷରୁ ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ