Masthead

ସାଇବର ଠକ ସାବଧାନ! ଆସିଗଲା ହେଲ୍ପଲାଇନ ନମ୍ବର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାଇବର ଅପରାଧ ରୋକିବାକୁ ଜାରି ହେଲା ହେଲ୍ପଲାଇନ୍ ନମ୍ବର । ସହାୟତା ନମ୍ବର-୭୪୪୦୦୦୬୭୦୯ ଜାରି ହୋଇଛି । ଠକଙ୍କ ମୋବାଇଲ ନମ୍ବର ବ୍ଲକ ସହ ଆକାଉଣ୍ଟ ଖୋଲିଲେ ବ୍ଲକ କରାଯିବ । ଠକେଇ ଟଙ୍କା କୁଆଡେ ଯାଉଛି ଓ କେଉଁ ଆକାଉଣ୍ଟକୁ ଯାଉଛି ତାହାକୁ ଧରାଯିବ । ଠକେଇ ହେବାର ୧ଘଣ୍ଟା ମଧ୍ୟରେ ହେଲ୍ପ ଡେକ୍ସରେ ଜଣାଇବାକୁ ପରାମର୍ଶ ଦିଆଯାଇଛି । ଆସିଥିବା ୟୁଆର୍ଏଲ୍ ଦେବା ମାତ୍ରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି ।

ଥାନାରେ ଅଭିଯୋଗ ପହଞ୍ଚିବା ମାତ୍ରେ ଆଇଆଇସିଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦିଆଯିବ । ସନ୍ଦେହଜନକ କଲ୍ ଆସିଲେ ପୋଲିସକୁ ଜଣାଇବାକୁ କୁହାଯାଇଛି । ଏହି ଦାୟିତ୍ୱରେ ଜଣେ ସବ୍ ଇନ୍ସପେକ୍ଟର ଓ ୭ ଜଣ କନେଷ୍ଟବଳ ଥିବା କମିଶନରେଟ ପୋଲିସ ପକ୍ଷରୁ ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା