Masthead

ଗହମ ବିଲରେ ପଶି ଫସଲ କାଟିଲେ ହେମା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାଖେଇ ଆସିଲାଣି ସାଧାରଣ ନିର୍ବାାଚନ । ଜୋରଦାର ପ୍ରଚାର ହେଲାଣି ପ୍ରଚାର । ପ୍ରାର୍ଥୀମାନେ ନିଜ ଢଙ୍ଗରେ କରୁଛନ୍ତି ପ୍ରଚାର । କିଏ ଘରକୁ ଘର ବୁଲି ପ୍ରଚାର କରୁଛନ୍ତି ତ ଆଉ କିଏ ବିଭିନ୍ନ ଉପାୟରେ ପ୍ରଚାର କରୁଛନ୍ତି । ଆଉ ଏହି କ୍ରମରେ ପଛରେ ପଡିନାହାନ୍ତି ଅଭିନେତ୍ରୀ । ପ୍ରଚାର କରିବାକୁ ଯାଇ ଜମିରେ ଗହମ କାଟୁଛନ୍ତି । ଯାହା ର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ମଥୁରା ଲୋକସଭା କ୍ଷେତ୍ର ପାଇଁ ବିଜେପିରୁ ଟିକେଟ ପାଇଥିବା ହେମା ମାଳିନୀ । ନିଜ ନିର୍ବାଚନ କ୍ଷେତ୍ରକୁ ଯାଇ ଲୋକଙ୍କ ଭେଟିବା ସହ ସେମାନଙ୍କ ସୁଖଦୁଃଖ ପଚାରି ବୁଝୁଛନ୍ତି । ଆଉ ଯେଉଁଠି ସେ ବିଲରେ ଗହମ କାଟୁଥିବାର ନଜର ଆସିଛି । ଗୁରୁବାର ଏକ ଗାଁକୁ ଯାଇ ସେଠିକାର ମହିଳା ଚାଷୀଙ୍କ ସହ କଥା ହୋଇଥିଲେ ହେମା । ଗହମ ବିଲରେ ପଶି ଫସଲ କାଟିଥିଲେ । ଏହାକୁ ସେ ଏକ୍ସରେ ସେୟାର କରିବା ସହ ଲେଖିଛନ୍ତି ଯେ ମୋତେ ଦେଖି ଏଠିକାର ମହିଳା ମାନେ ବେଶ ଖୁସି ହୋଇଯାଇଥିଲେ । ମୋ ସହ ଫଟୋ ଉଠାଇବାକୁ କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର