Masthead

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଜାମିନ୍

ଝାଡ଼ଖଣ୍ଡ (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ହାଇକୋଟରୁ ମିଳିଛି ବଡ଼ ଆଶ୍ୱସ୍ତ । ଜମି ଦୁର୍ନୀତି ମାମଲାରେ ଜାମିନ୍ ପ୍ରଦାନ କଲେ ଝାଡ଼ଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଗିରଫ କରିଥିଲା ଇଡି । କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଇଡି ଜାନୁଆରୀ ୩୧ରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ସୋରେନଙ୍କୁ ଗିରଫ କରିଥିଲା। ତା’ପରେ ସେ ଇଡି ହେପାଜତରେ ଥିବାବେଳେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଏବଂ ଏହାର ଦାୟିତ୍ୱ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପଇ ସୋରେନଙ୍କୁ ଦେଇଥିଲେ। ବର୍ତ୍ତମାନ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ହେମନ୍ତ ସୋରେନଙ୍କୁ ଜାମିନ ମିଳିବା ଦଳ ପାଇଁ ଏକ ବଡ଼ ଆଶ୍ୱସ୍ତିକରଖବର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ