ହେମନ୍ତ ସୋରେନ ମାମଲା, ଆଜି ସୁପ୍ରିମ ଶୁଣାଣି

ଝାଡଖଣ୍ଡ (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମାମଲା । ଆଜି ହେବ ସୁପ୍ରିମକୋର୍ଟରେ ଶୁଣାଣି । ଗିରଫଦାରୀ ବିରୋଧରେ ହେମନ୍ତ ସୋରେନ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଛନ୍ତି । ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ଏମ. ଏମ. ସୁନ୍ଦରେଶ ଓ ଜଷ୍ଟିସ ବେଲା ଏମ୍ ତ୍ରିବେଦୀଙ୍କୁ ନେଇ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠ ସକାଳ ସାଢ଼େ ୧୦ଟାରେ ଏହି ମାମଲାର ଶୁଣାଣି କରିବେ ।

ଇଡିର ଗିରଫଦାରୀକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ କରିଥିଲେ ହେମନ୍ତ ସୋରେନ । ସୋରେନ୍ ତାଙ୍କ ଆବେଦନରେ କେନ୍ଦ୍ର ସରକାରଙ୍କୁ ପକ୍ଷଭୁକ୍ତ କରିଛନ୍ତି । ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗୁରୁବାର ଝାଡଖଣ୍ଡ ହାଇକୋର୍ଟ ଦିନିକିଆ ବିଚାର ବିଭାଗୀୟ ହାଜତକୁ ପଠାଇଥିଲେ । ସୋରେନଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ ଇଡି ଆବେଦନ କରିଥିଲା । ତେବେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’