Masthead

ହେମନ୍ତ ସୋରେନଙ୍କ ଘରେ ପହଞ୍ଚିଲା ଇଡି ଟିମ୍

ଝାଡ଼ଖଣ୍ଡ(ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍। ହେମନ୍ତ ସୋରେନଙ୍କ ରାଞ୍ଚି ଘରେ ଇଡି ଟିମ୍ ପହଞ୍ଚି ତାଙ୍କୁ ପଚରାଉଚରା କରୁଛି । ମନି ଲଣ୍ଡରିଂ ଓ ଜମି ଦୁର୍ନୀତି ମାମଲାରେ ହେମନ୍ତଙ୍କୁ ଇଡି ଅଧିକାରୀ ପଚରାଉଚରା କରୁଥିବା ସୂଚନା ମିଳିଛି । ସେପଟେ ସୋରେନଙ୍କ ଘର ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଇଡିର ପଚରାଉଚରା ଭିତରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା ପକ୍ଷରୁ ଶକ୍ତି ପ୍ରଦର୍ଶନ କରାଯାଇଛି । ଦଳର ବିଧାୟକ ମାନେ ମୁଖ୍ୟମନ୍ତ୍ରୀ ସୋରେନଙ୍କ ଘର ପାଖରେ ଏକାଠି ହୋଇଥିଲେ । ତେବେ କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ପାଇଁ ମୁଖ୍ୟମନ୍ତ୍ରୀ ସୋରେନଙ୍କ ଘର ଚାରିପାଖରେ ୧୪୪ ଧାରା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ