Masthead

ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା

ପୁରୀ (ବଡ଼ ଖବର ବ୍ୟୁରୋ): ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା।  ଶ୍ରୀମନ୍ଦିରରୁ ଧରାହେଲା ହିଡେନ୍‌ କ୍ୟାମେରା ଯୁକ୍ତ ଚଷମା । ପଶ୍ଚିମ ଦ୍ୱାର ନିକଟରୁ ଧରାପଡ଼ିଲା ହିଡେନ୍‌ କ୍ୟାମେରା । ଚଷମାରେ ହିଡେନ୍‌ କ୍ୟାମେରା ଲଗାଇ ପ୍ରବେଶ କରିଥିଲେ ଭକ୍ତ । ପଶ୍ଚିମବଙ୍ଗର ଜଣେ ଭକ୍ତକୁ ଧରିଲା ସିଂହଦ୍ବାର ଥାନା ପୋଲିସ । ଯୁବକଙ୍କୁ ଅଟକ ରଖିବା ସହ ମୋବାଇଲ ଜବତ କରି ଯାଞ୍ଚ କରୁଛି ପୋଲିସ । ଟାଉନ ଥାନାରେ ଜନୈକ ବ୍ୟକ୍ତି ଅଟକ।  କାଲି ଗୁଜୁରାଟର ଜଣେ ବ୍ୟକ୍ତି ମଧ୍ୟ ଅନୁରୂପ କାର୍ଯ୍ୟ ପାଇଁ ଧରାପଡ଼ିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା