Masthead

ଏନ୍‌କାଉଣ୍ଟରରେ ଟଳିଲା ହିଡମା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଆନ୍ଧ୍ରପ୍ରଦେଶରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଆନ୍ଧ୍ର ପ୍ରଦେଶରେ ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ । ଆଲୁରି ସୀତାରାମ ରାଜୁ ଜିଲ୍ଲା ମେରେଡୁମୁଲିରେ ଗୁଳି ବିନିମୟ । ନିହତଙ୍କ ମଧ୍ୟରେ ଜଣେ ଟପ୍ ମାଓନେତା ଥିବା ସୂଚନା । ଏନ୍‌କାଉଣ୍ଟରରେ ଟପ୍ ମାଓନେତା ମାଡଭି ହିଡମାର ମୃତ୍ୟୁ ହୋଇଛି । ବଡ଼ ଧରଣର କମ୍ବିଂ ଅପରେସନ ଚାଲିଥିବା ଆନ୍ଧ୍ର ଡିଜିପିଙ୍କ ସୂଚନା । ଏନ୍‌କାଉଣ୍ଟରରେ କୁଖ୍ୟାତ ମାଓ ନେତା ହିଡ୍‌ମା ନିପାତ । ହିଡ୍‌ମା ନାଁରେ ଥିଲା ୧ କୋଟି ଟଙ୍କାର ପୁରସ୍କାର ।

ତାଙ୍କ ପତ୍ନୀ ରାଜେ ମଧ୍ୟ ଏହି ଏନ୍‌କାଉଣ୍ଟରରେ ଟଳିଥିବା ସୂଚନା । ଆସୁରୀ ସୀତାରାମ ଜଙ୍ଗଲରେ ଗୁଳୁବିନିମୟ ଜାରି । ଏହା ସହ ଆହୁରି ୬ ମାଓବାଦୀ ମଧ୍ୟ ନିପାତ । ଅନ୍ୟପଟେ ମାଲକାନଗିରି ସୀମାରେ ମଧ୍ୟ ପୁଣି ଏନକାଉଣ୍ଟର । ଛତିଶଗଡ଼ ସୁକୁମା ଜିଲ୍ଲା ଏରାବୋର ଜଙ୍ଗଲରରେ ଗୁଳିବିନିମୟ ଜଣେ ମାଓବାଦୀଙ୍କ ମୃତ୍ୟୁ ସୁଚନା । ଉଭୟ ପକ୍ଷରୁ ଏବେବି ଗୁଳିବିନିମୟ ଜାରି । ମାଲକାନଗିରି ଜିଲ୍ଲା ପଡିଆ ଥାନା ଆରପଟେ ରହିଛି ଏରାବୋର ଜଙ୍ଗଲ । ମାଲକାନଗିରି ସୀମା ଆରପଟେ ଯବାନ ମାଓବାଦୀ ଗୁଳି ବିନିମୟ । ଆନ୍ଧ୍ରପ୍ରଦେଶ ପ୍ରଦେଶ ଆଲୁରୀ ସୀତାରାମରାଜୁ ଜଙ୍ଗଲରେ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ