Masthead

ଆସାମ ବାଲ୍ୟ ବିବାହ ବିରୋଧ ପ୍ରଥାକୁ ହାଇକୋର୍ଟଙ୍କ ନିନ୍ଦା

ଆସାମ (ବଡ଼ ଖବର ବ୍ୟୁରୋ):  ଆସାମରେ ବାଲ୍ୟ ବିବାହ ପ୍ରଥା ବିରୋଧରେ ରାଜ୍ୟ ସରକାର ଅଭିଯାନ ଆରମ୍ଭ କରିଛନ୍ତି । କିନ୍ତୁ ଏହି ଅଭିଯାନକୁ ଗୁଆହାଟୀ ହାଇକୋର୍ଟ ନିନ୍ଦା କରିଛନ୍ତି। ପୋକ୍‌ସୋ ଆକ୍ଟରେ ଗିରଫ ହୋଇଥିବା ୯ ଜଣଙ୍କ ଅଗ୍ରୀମ ଜାମିନ ଆବେଦନ ଶୁଣାଣି ଅବସରରେ ବିଚାରପତି ସୁମନ ଶ୍ୟାମ କହିଛନ୍ତି, ବାଲ୍ୟବିବାହ ବିରୋଧୀ ଅଭିଯାନ ଜରିଆରେ ଗିରଫ କରାଯାଉଥିବା ଲୋକଙ୍କ ପରିବାର ପାଇଁ ଏହା ଅତ୍ୟନ୍ତ କଷ୍ଟକର।

ସେମାନଙ୍କ ଘରେ ଛୋଟପିଲା, ବୃଦ୍ଧ ଲୋକ ଅଛନ୍ତି। ସେମାନଙ୍କ ଦେଖାରେଖା କରିବାରେ ସମସ୍ୟା ଉପୁଜୁଥିବ। ବାଲ୍ୟ ବିବାହ ଆଦୌ ଗ୍ରହଣୀୟ ନୁହେଁ। କିନ୍ତୁ ଏହା ସମ୍ପର୍କରେ ପ୍ରତ୍ୟେକ ବ୍ୟକ୍ତି ନିଜର ମତ ରଖିପାରିବେ। ଏଥିରେ ସମ୍ପୃକ୍ତ ଲୋକମାନଙ୍କୁ ଗିରଫ କରି ଏକକାଳୀନ ଜେଲରେ ବନ୍ଦ କରିଦେବା ଅନୁଚିତ। ଯଦି କୌଣସି ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହୁଅନ୍ତି ତେବେ ତାଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରାଯିବା ଦରକାର ବୋଲି ବିଚାରପତି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା