Masthead

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ । ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି । ପ୍ରତିପକ୍ଷ ଦିଲୀପ ରାୟଙ୍କ ମାମଲା ଆଧାରରେ ନୋଟିସ କରିଛନ୍ତି କୋର୍ଟ। ଆସନ୍ତା ଅଗଷ୍ଟ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ୟ୍ୟ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ