Masthead

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ । ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି । ପ୍ରତିପକ୍ଷ ଦିଲୀପ ରାୟଙ୍କ ମାମଲା ଆଧାରରେ ନୋଟିସ କରିଛନ୍ତି କୋର୍ଟ। ଆସନ୍ତା ଅଗଷ୍ଟ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ୟ୍ୟ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ