Masthead

ଶ୍ରୀମନ୍ଦିର ରତ୍ନଭଣ୍ତାର ଚାବି ହଜିବା ପ୍ରସଙ୍ଗ, ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ତାର ଚାବି ହଜିବା ପ୍ରସଙ୍ଗ । ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ । ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରାଯାଇଛି । ଖୁବଶୀଘ୍ର ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନୋଟିସ କରାଯାଇଛି । ମୁଖ୍ୟ ଶାସନ ସଚିବ ଓ ଆଇନ ସଚିବଙ୍କୁ ହାଇକୋର୍ଟ ନୋଟିସ ଦେଇଛନ୍ତି । କମିଶନ ରିପୋର୍ଟ ସାର୍ବଜନୀନ କରିବାକୁ ଆବେଦନ ଉପରେ ନୋଟିସ ହୋଇଛି । ଜୁଲାଇ ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ସେହିପରି ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିବା ନେଇ ମଧ୍ୟ ହଇଚଇ ସୃଷ୍ଟି ହୋଇଛି । ଆଇନ ବିଭାଗରୁ ଦୁଇ ଦୁଇଟି ଫାଇଲ୍ ଗାଏବ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ