Masthead

ଶ୍ରୀମନ୍ଦିର ରତ୍ନଭଣ୍ତାର ଚାବି ହଜିବା ପ୍ରସଙ୍ଗ, ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ତାର ଚାବି ହଜିବା ପ୍ରସଙ୍ଗ । ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ । ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରାଯାଇଛି । ଖୁବଶୀଘ୍ର ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନୋଟିସ କରାଯାଇଛି । ମୁଖ୍ୟ ଶାସନ ସଚିବ ଓ ଆଇନ ସଚିବଙ୍କୁ ହାଇକୋର୍ଟ ନୋଟିସ ଦେଇଛନ୍ତି । କମିଶନ ରିପୋର୍ଟ ସାର୍ବଜନୀନ କରିବାକୁ ଆବେଦନ ଉପରେ ନୋଟିସ ହୋଇଛି । ଜୁଲାଇ ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ସେହିପରି ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିବା ନେଇ ମଧ୍ୟ ହଇଚଇ ସୃଷ୍ଟି ହୋଇଛି । ଆଇନ ବିଭାଗରୁ ଦୁଇ ଦୁଇଟି ଫାଇଲ୍ ଗାଏବ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା