Masthead

ଏଏସଓ ଚୟନ ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ୍

କଟକ  (ବଡଖବର ବ୍ୟୁରୋ): ଏଏସଓ ଚୟନ ପ୍ରକ୍ରିୟା ଉପରେ ଲାଗିଲା ରୋକ୍ । ଚୟନ ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ମାନ୍ୟବର ଓଡିଶା ହାଇକୋର୍ଟ । ଜବାବ ଦାଖଲ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟଙ୍କ । ଏଏସଓ ଚୟନ ପ୍ରକ୍ରିୟାକୁ ନେଇ ରାଜ୍ୟରେ ବିବାଦ ଲାଗି ରହିଥିବା ବେଳେ ଏପରି ନିଷ୍ପତି ନେଇଛନ୍ତି ହାଇକୋର୍ଟ । ଏହାର ପରବର୍ତ୍ତୀ ଶୁଣାଣି ଆସନ୍ତା ସେପ୍ଟେମ୍ବର ୨୧ ତାରିଖରେ ହେବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ