Masthead

ଏଏସଓ ଚୟନ ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ୍

କଟକ  (ବଡଖବର ବ୍ୟୁରୋ): ଏଏସଓ ଚୟନ ପ୍ରକ୍ରିୟା ଉପରେ ଲାଗିଲା ରୋକ୍ । ଚୟନ ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ମାନ୍ୟବର ଓଡିଶା ହାଇକୋର୍ଟ । ଜବାବ ଦାଖଲ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟଙ୍କ । ଏଏସଓ ଚୟନ ପ୍ରକ୍ରିୟାକୁ ନେଇ ରାଜ୍ୟରେ ବିବାଦ ଲାଗି ରହିଥିବା ବେଳେ ଏପରି ନିଷ୍ପତି ନେଇଛନ୍ତି ହାଇକୋର୍ଟ । ଏହାର ପରବର୍ତ୍ତୀ ଶୁଣାଣି ଆସନ୍ତା ସେପ୍ଟେମ୍ବର ୨୧ ତାରିଖରେ ହେବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା