Masthead

ଜାମ୍ମୁକାଶ୍ମୀରରେ ହାଇସ୍ପିଡ୍ ନେଟ

ଜାମୁକାଶ୍ମୀର (ବଡ଼ ଖବର): ଦେଢ ବର୍ଷ ପରେ ଜାମ୍ମୁକାଶ୍ମୀରରେ ଉପଲବ୍ଧ ହୋଇଛି ହାଇସ୍ପିଡ୍ ନେଟ । ଶୁକ୍ରବାର ଠାରୁ ୪ଜି ଇଂଟରନେଟ ସେବା ଜାରି କରାଯାଇଛି । ଜାମ୍ମୁକାଶ୍ମୀର ପ୍ରଶାସନର ମୁଖପାତ୍ର ରୋହିତ କନସାଲ ଟ୍ୱିଟ କରି ସୂଚନା ଦେଇଛନ୍ତି । ୨୦୧୯ ଅଗଷ୍ଠ ୫ରୁ ସେଠାରେ ମୋବାଇଲ ଇଂଟରନେଟ ସେବା ବନ୍ଦ ଥିଲା ।

୩୭୦ ଧାରା ଉଚ୍ଛେଦ ଓ ରାଜ୍ୟ ବିଭାଜନ ପ୍ରକ୍ରିୟା ଠାରୁ ଇଂଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା । ୨ଜି ଇଂଟରନେଟ ସେବାକୁ ଜାନୁଆରୀ୨୮ରୁ ଉପଲବ୍ଧ କରାଯାଇଥିବା ବେଳେ ଶୁକ୍ରବାର ଠାରୁ ୪ଜି ସେବା ଚାଲୁ କରାଯାଇଛି । ଜାମ୍ମୁକାଶ୍ମୀରର ପୂର୍ବତନ ସିଏମ ଓମାର ଅବଦୁଲ୍ଲା ମଧ୍ୟ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା