ତାତିରୁ ନାହିଁ ନିସ୍ତାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ନାହିଁ ନିସ୍ତାର । ରାଜଧାନୀବାସୀ ତାତି ଯୋଗୁଁ ହନ୍ତସନ୍ତ ହେଉଛନ୍ତି । ଗତ ଦୁଇ ଦିନ ଭଳି ବୁଧବାର ବି ରାଜଧାନୀରେ ସକାଳୁ ସକାଳୁ ଆରମ୍ଭ ହୋଇଯାଇଛି ତାତି । ବୁଧବାର ସକାଳ ୧୧.୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୮ ଡିଗ୍ରୀରେ ପହଞ୍ଚିଛି । ସେହିପରି ଝାରସୁଗୁଡା ୩୮.୬ ଡ଼ିଗ୍ରୀ , ଚାନ୍ଦବାଲି ୩୮.୪ ଡ଼ିଗ୍ରୀ , ବାଲେଶ୍ୱର ୩୮.୨ ଡ଼ିଗ୍ରୀ , ପୁରୀ ୩୮ ଡ଼ିଗ୍ରୀ, ସମ୍ବଲପୁର ୩୭.୮ ଡ଼ିଗ୍ରୀ, ହୀରାକୁଦ ୩୭.୬ ଡ଼ିଗ୍ରୀ, ଗୋପାଳପୁର ୩୭.୪ ଡ଼ିଗ୍ରୀ , କେନ୍ଦୁଝର ୩୭ ଡ଼ିଗ୍ରୀ , ପାରାଦ୍ୱୀପରେ ୩୪.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ