Masthead

ସୋସିଆଲମିଡିଆରେ ହାଇଭୋଲଟେଜ ଲଢେଇ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୪ ନିର୍ବାଚନ ପୂର୍ବରୁ ବିଜେପି ଓ କଂଗ୍ରେସ ମଧ୍ୟରେ ହାଇଭୋଲଟେଜ୍ ଲଢେଇ । ଆଉ ଏହି ଲଢେଇ ଆରମ୍ଭ ହୋଇଛି ସୋସିଆଲ ମିଡିଆରେ । ନିଜ ନିଜର ସୋସିଆଲ ମିଡିଆ ସାଇଟରେ ଭିଡିଓ ସେୟାର କରିଛନ୍ତି ଉଭୟ ଦଳ ।

ଭିଡିଓରେ କାର୍ଟୁନ ମାଧ୍ୟମରେ ପରସ୍ପରକୁ ଟାର୍ଗେଟ୍ କରିବା ସହ ଦେଶବାସୀଙ୍କ ସାମ୍ନାରେ ରଖିଛନ୍ତି ନିଜ ନିଜର ଆଦର୍ଶ ଓ ବିକାଶର ବାର୍ତ୍ତା । ବିଜେପିର ଟପ୍ ନେତା, ସବୁ ଦମ୍ ଲଗାଇବା ପରେ ବି କିଭଳି ରାହୁଲ ଗାନ୍ଧିଙ୍କୁ ସଂସଦ ଆସିବା ଉପରେ ରୋକ ଲଗାଇପାରି ନାହାଁନ୍ତି, ତାକୁ କାର୍ଟୁନ୍ ମାଧ୍ୟମରେ ଭିଡିଓରେ ଦର୍ଶାଇଛି କଂଗ୍ରେସ ।

ସେପଟେ ବିଜେପି ନିଜ ଭିଡିଓରେ ଦର୍ଶାଇଛି ଯେ, ଦେଶବାସୀଙ୍କ ବିଶ୍ୱାସ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ରହିଛି । ଦୁର୍ନୀତି, ପରିବାରବାଦ, ତୁଷ୍ଟୀକରଣ ରାଜନୀତିରେ ଛନ୍ଦି ହୋଇଯାଇଥିବା ଭାରତକୁ ମୋଦି କିଭଳି ଉଦ୍ଧାର କରିଛନ୍ତି ତାହା ଦର୍ଶାଇଛି ବିଜେପି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା