Masthead

ଲିଟର ଫିଛା ୨ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପୂର୍ବରୁ ଦେଶରେ ଶସ୍ତା ହେଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ । କେନ୍ଦ୍ର ସରକାର ସାରା ଦେଶରେ ଉଭୟ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଲିଟର ପିଛା ୨ ଟଙ୍କା ହ୍ରାସ କରିଛନ୍ତି ।

 

ମାର୍ଚ୍ଚ ୧୫ ଠାରୁ ଏହି ନୂତନ ତଥା ପରିବର୍ତ୍ତିତ ଦର ଲାଗୁ ହେବ । ପେଟ୍ରୋଲ ଓ ଡିଜେଲର ଦାମ କମିବା ପରେ ସାଧାରଣ ଉପଭୋକ୍ତାଙ୍କୁ ଆଶ୍ୱସ୍ତି ମିଳିଛି । ଏହା ସହ ୫୮ ଲକ୍ଷରୁ ଅଧିକ ଭାରିଯାନ, ୬ କୋଟିରୁ ଅଧିକ କାର ଏବଂ ପେଟ୍ରୋଲରେ ଚାଲୁଥିବା ୨୭ କୋଟିରୁ ଅଧିକ ଦୁଇଚକିଆ ଯାନରେ ବ୍ୟବହୃତ ଇନ୍ଧନ ଖର୍ଚ୍ଚରାଶି ହ୍ରାସ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା