Masthead

ହିମାଚଳପ୍ରଦେଶ ଭୂସ୍ଖଳନ: ୧୩ଶବ ଉଦ୍ଧାର

ସିମଲା(ବଡ଼ ଖବର ବ୍ୟୁରୋ): ହିମାଚଳ ପ୍ରଦେଶ କିନୌରରେ ଭୂସ୍ଖଳନ ଘଟଣା । ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ଯାତ୍ରୀବାହୀ ବସ୍ ଉପରେ ମାଟି ଅତଡା ଧସିବାରୁ ପ୍ରାୟ ୫୦ ଜଣ ଫସି ରହିଛନ୍ତି । ତେଣୁ ମୃତ୍ୟୁସଂଖ୍ୟା ଆହୁରି ବଢିବା ଆଂଶକା କରାଯାଉଛି । ଘଟଣାସ୍ଥଳରୁ ୧୪ ଜଣଙ୍କୁ ଉଦ୍ଧାର କରାଯାଇଛି ।

ଏବେ ବି ଘଟଣାସ୍ଥଳରେ ଏନଡିଆରଏଫ୍ ଓ ଆଇଟିବିପି ଯବାନଙ୍କ ପକ୍ଷରୁ ଉଦ୍ଧାର କାର୍ୟ୍ୟ ଜାରି ରହିଛି । ସେନା, ପୋଲିସ ଓ ସ୍ଥାନୀୟ ଲୋକେ ମଧ୍ୟ ଉଦ୍ଧାର କାର୍ୟ୍ୟରେ ସାମିଲ ହୋଇଛନ୍ତି । ଆର୍ଥ ମୁଭର ମେସିନ୍ ମାଧ୍ୟମରେ ମାଟି ହଟାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି