Masthead

ନାମାଙ୍କନ ଭରିଲେ ହିମାଂଶୁ

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନ ଲାଗି ନାମାଙ୍କନ ଭରିଛନ୍ତି କଂଗ୍ରେସ ପ୍ରାର୍ଥୀ ହିମାଂଶ ଭୂଷଣ ମଲ୍ଲିକ । ଗୁରୁବାର ରିଟର୍ଣ୍ଣି ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁଙ୍କ ନିକଟରେ ନାମାଙ୍କନ ଭରିଛନ୍ତି । ନାମାଙ୍କନ ଭରିବାର ଶେଷ ତାରିଖ ୧୭ ରହିଛି । ବିରୋଧୀ ଦଳର ପ୍ରାର୍ଥୀମାନେ ନାମାଙ୍କନ ଭରିଛନ୍ତି । ଗତକାଲି ସ୍ୱାଧୀନ ପ୍ରାର୍ଥୀ ଅର୍ଜ୍ଜୁନ ଚରଣ ବେହେରା ଓ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ବିଜୟ କୁମାର ଭୋଇ ନାମାଙ୍କନ ଭରିଥିଲେ । ଦିବଙ୍ଗତ ନେତା ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସ ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେପି ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା