Masthead

ମଣିପୁର ଘଟଣା ପାଇଁ ମୋଦି ଓ ଶାହା ଦାୟୀ ନୁହନ୍ତି: ହିମନ୍ତ ବିଶ୍ୱଶର୍ମା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଗତ ଚାରି ମାସ ଧରି ଜଳୁଛି ମଣିପୁର। ମଣିପୁର ହିଂସାକୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏକ ସାକ୍ଷାତକାରରେ କହିଛନ୍ତି ଯେ ହିଂସା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିମ୍ବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ କରିବା ଉଚିତ ନୁହେଁ । ସେ କହିଛନ୍ତି ଯେ ମଣିପୁରରେ ଅଶାନ୍ତି ଦେଖାଦେଇଛି । ପ୍ରଧାନମନ୍ତ୍ରୀ କିମ୍ବା ଗୃହମନ୍ତ୍ରୀଙ୍କୁ କେହି ବି ସମାଲୋଚନା କରୁନାହାଁନ୍ତି।  କେନ୍ଦ୍ର ସରକାରଙ୍କ ଯୋଗୁଁ ଏହା ଘଟୁଛି ବୋଲି କେହି କହୁ ନାହାଁନ୍ତି।

ପୂର୍ବରୁ ଯଦି କିଛି ବି ଘଟୁଥିଲା ତେବେ ଦୋଷ ଦିଲ୍ଲୀ ଉପରେ ଆସୁଥିଲା । ଏବେ ଲୋକମାନେ ଜାଣନ୍ତି ଯେ ଏହା ଆମର ସଂଘର୍ଷ, ଏହାର ଦିଲ୍ଲୀ ସହିତ କୌଣସି ସମ୍ପର୍କ ନାହିଁ । ଅନାସ୍ଥା ପ୍ରସ୍ତାବକୁ ନେଇ କହିଛନ୍ତି ଯେ ସଂସଦରେ ବିରୋଧୀଙ୍କ ଗତିବିଧି ବିପୁଳ ପରିମାଣରେ ହ୍ରାସ ପାଇଛି। ସରକାରଙ୍କୁ ମଣିପୁରରେ ପ୍ରସଙ୍ଗରେ ଘେରିବା ରଣନୀତି ଫିକା ପଡ଼ିଛି । ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ବିରୋଧୀଙ୍କୁ ବିବ୍ରତ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ