Masthead

ହିଣ୍ଡେନବର୍ଗ ମାମଲା, ଆଜି ସୁପ୍ରିମ ରାୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ହିଣ୍ଡେନବର୍ଗ-ଆଦାନୀ ମାମଲା । ଗତ ନଭେମ୍ବର ୨୪ର ୁସଂରକ୍ଷିତ ଥିବା ରାୟ ଉପରେ ହେବ ଆଜି ସୁପ୍ରିମ ଶୁଣାଣି । ଆଜି ଦିନ ୧୦ଟା ୩୦ ସମୟ ରାୟ ଦେବେ ସର୍ବୋଚ୍ଚ ନ୍ୟାୟାଳୟ । ୨୦୨୩ ଜାନୁଆରୀରେ ଆମେରିକାର ସର୍ଟ ସେଲିଂ ଫାର୍ମ ହିଣ୍ଡେନବର୍ଗ ଏକ ରିପୋର୍ଟ ଜାରି କରି ଶିଳ୍ପପତି ଗୌତମ ଆଦାନିଙ୍କ ସବୁ କଂପାନୀ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଥିଲେ । ତେବେ ଆଦାନି ଗ୍ରୁପ ହିଣ୍ଡେନବର୍ଗ ରିପୋର୍ଟ ମିଛ ବୋଲି କହିବା ପରେ ବି ଆଦାନି ଗ୍ରୁପର ସେୟାର ତଳକୁ ଖସିଥିଲା ।

ଆଦାନି ଗ୍ରୁପକୁ ବହୁ କୋଟି ଟଙ୍କାର କ୍ଷତି ସହିବାକୁ ପଡିଥିଲା । ଏହି ମାମଲାରେ କୋର୍ଟଙ୍କ ତତ୍ୱାବଧାନରେ ଏସଆଇଟି କମିଟି ତଦନ୍ତ କରିବା ପାଇଁ ଆବେଦନ ସୁପ୍ରିମକୋର୍ଟରେ ହୋଇଥିଲା । ଏହାପରେ ସୁପ୍ରିମକୋର୍ଟ ମାମଲାର ତଦନ୍ତ କରିବାକୁ ସେବିକୁ ନିର୍ଦ୍ଦେଶ ଦେଇଥିଲେ । ସେବି ତଦନ୍ତ କରି ଷ୍ଟାଟସ ରିପୋର୍ଟ ଦାଖଲ କରିବା ପରେ ରାୟକୁ ସଂରକ୍ଷିତ ରଖିଥିଲେ ସୁପ୍ରିମକୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା