Masthead

ରାଜରାସ୍ତାରେ ଚାଲିଛି ଗୋରୁ ମାଫିଆଙ୍କ ରାଜ୍

ହିନେ୍ଦାଳ (ବଡ଼ ଖବର ବ୍ୟୁରୋ): ମଧ୍ୟରାତ୍ରରେ ହିନ୍ଦୋଳର ରାଜରାସ୍ତାରେ ଚାଲିଛି ଗୁରୁ ମାଫିଆଙ୍କ ଗୋ ଚାଲାଣ । ଖବର ପାଇ ଅନୁଗୋଳ ଜିଲ୍ଲାର ବଜରଙ୍ଗୀ ଦଳ ଗୁରୁ ବୋଝେଇ ଗାଡ଼ିକୁ ଅଟକାଇବାରୁ ତାଙ୍କ ଉପରେ ଅତର୍କିତ ଆକ୍ରମଣ କରିଛନ୍ତି ଗୋରୁ ମାଫିଆ । ଗୋରୁ ମାଫିଆମାନେ ଗୁଳିମାଡ଼ କରିଥିବା ସୂଚନା ମିଳିଛି ।

ଅଳ୍ପକେ ବର୍ତ୍ତିଛନ୍ତି ୨୨ଜଣ ବଜରଙ୍ଗୀ ସେନା। ଗୋ ମାଫିଆ ଶାହାଜାଦି ଖାଁ(ଲିଟୁ) , ପପୁଲ ଖାଁ ଉକ୍ତ ଦୁଇଜଣଙ୍କ ନାମରେ ହିନ୍ଦୋଳ ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ନୀରବରେ ବସିଛି ହିନ୍ଦୋଳ ପୋଲିସ। ଉକ୍ତ ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ