ରାଜରାସ୍ତାରେ ଚାଲିଛି ଗୋରୁ ମାଫିଆଙ୍କ ରାଜ୍

ହିନେ୍ଦାଳ (ବଡ଼ ଖବର ବ୍ୟୁରୋ): ମଧ୍ୟରାତ୍ରରେ ହିନ୍ଦୋଳର ରାଜରାସ୍ତାରେ ଚାଲିଛି ଗୁରୁ ମାଫିଆଙ୍କ ଗୋ ଚାଲାଣ । ଖବର ପାଇ ଅନୁଗୋଳ ଜିଲ୍ଲାର ବଜରଙ୍ଗୀ ଦଳ ଗୁରୁ ବୋଝେଇ ଗାଡ଼ିକୁ ଅଟକାଇବାରୁ ତାଙ୍କ ଉପରେ ଅତର୍କିତ ଆକ୍ରମଣ କରିଛନ୍ତି ଗୋରୁ ମାଫିଆ । ଗୋରୁ ମାଫିଆମାନେ ଗୁଳିମାଡ଼ କରିଥିବା ସୂଚନା ମିଳିଛି ।

ଅଳ୍ପକେ ବର୍ତ୍ତିଛନ୍ତି ୨୨ଜଣ ବଜରଙ୍ଗୀ ସେନା। ଗୋ ମାଫିଆ ଶାହାଜାଦି ଖାଁ(ଲିଟୁ) , ପପୁଲ ଖାଁ ଉକ୍ତ ଦୁଇଜଣଙ୍କ ନାମରେ ହିନ୍ଦୋଳ ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ନୀରବରେ ବସିଛି ହିନ୍ଦୋଳ ପୋଲିସ। ଉକ୍ତ ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ