Masthead

ହିନ୍ଦୋଳ ଏନଏସି ନିର୍ବାଚନ, ସକାଳ ୮ରୁ ଚାଲିଛି ଭୋଟ ଗ୍ରହଣ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ହିନ୍ଦୋଳ ଏନଏସି ନିର୍ବାଚନ ପାଇଁ ଚାଲିଛି ଭୋଟ ଗ୍ରହଣ । ସକାଳ ୮ରୁ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଯାଏଁ ଚାଲିବ ଭୋଟ ଗ୍ରହଣ । ହିନ୍ଦୋଳରେ ୧୬ ୱାର୍ଡ ପାଇଁ ୧୬ଟି ବୁଥ୍ କରାଯାଇଛି । ସେଥିମଧ୍ୟରୁ ୬ଟି ସମ୍ବେଦନଶୀଳ ଏବଂ ୪ଟି ଅତି ସମ୍ବେଦନଶୀଳ ବୁଥ୍ ଚିହ୍ନଟ କରାଯାଇଛି । ଏହି ବୁଥ ଗୁଡିକରେ ସୁରକ୍ଷା। ବ୍ୟବସ୍ଥା କଡ଼ାକଡ଼ି । ସେହିପରି ଅମଲା ପଡ଼ା ସ୍କୁଲର ୩ନମ୍ବର ବୁଥ୍ କୁ ପିଙ୍କ ବୁଥ୍ କରାଯାଇଛି । ନିର୍ବାଚନ କାର୍ୟ୍ୟରେ ପ୍ରତି ବୁଥରେ ଜଣେ ପ୍ରିଜାଇଡିଂ ଅଫିସର, ୪ଜଣ ପୋଲିଂ ଅଫିସର ଓ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ