Masthead

ହିନ୍ଦୋଳ ଫଳାଫଳ: ୮ଟିରେ ବିଜେଡି, ୩ଟିରେ ବିଜେପି ବିଜୟୀ

ହିନ୍ଦୋଳ(ବଡ଼ ଖବର ବ୍ୟୁରୋ): ହିନ୍ଦୋଳ ଏନଏସି ନିର୍ବାଚନ ଗଣତି । ୧୬ଟି ୱାର୍ଡ ପାଇଁ ଗଣତି ଚାଲିଛି । ଭୋଟ ଗଣତିର ୧୧ ରାଉଣ୍ଡ ସୁଦ୍ଧା ବିଜେଡି ୮ଟି ୱାର୍ଡରେ ବିଜୟୀ ହୋଇଥିବା ବେଳେ ବିଜେପି ୩ଟି ୱାର୍ଡରେ ବିଜୟୀ ହୋଇଛି । ୯ହଜାର ୮୬୩ ମତଦାତା ନିଜର ମତଦାନ କରିଥିଲେ । ୫୦ ଜଣ କାଉନସିଲର ଓ ୩ ଜଣ ଅଧ୍ୟକ୍ଷ ପ୍ରାର୍ଥୀଙ୍କର ଆଜି ଭାଗ୍ୟ ପରୀକ୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ