Masthead

ହିନ୍ଦୋଳ ଏନଏସି ନିର୍ବାଚନ, ସକାଳ ୮ରୁ ଚାଲିଛି ଭୋଟ ଗ୍ରହଣ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ହିନ୍ଦୋଳ ଏନଏସି ନିର୍ବାଚନ ପାଇଁ ଚାଲିଛି ଭୋଟ ଗ୍ରହଣ । ସକାଳ ୮ରୁ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଯାଏଁ ଚାଲିବ ଭୋଟ ଗ୍ରହଣ । ହିନ୍ଦୋଳରେ ୧୬ ୱାର୍ଡ ପାଇଁ ୧୬ଟି ବୁଥ୍ କରାଯାଇଛି । ସେଥିମଧ୍ୟରୁ ୬ଟି ସମ୍ବେଦନଶୀଳ ଏବଂ ୪ଟି ଅତି ସମ୍ବେଦନଶୀଳ ବୁଥ୍ ଚିହ୍ନଟ କରାଯାଇଛି । ଏହି ବୁଥ ଗୁଡିକରେ ସୁରକ୍ଷା। ବ୍ୟବସ୍ଥା କଡ଼ାକଡ଼ି । ସେହିପରି ଅମଲା ପଡ଼ା ସ୍କୁଲର ୩ନମ୍ବର ବୁଥ୍ କୁ ପିଙ୍କ ବୁଥ୍ କରାଯାଇଛି । ନିର୍ବାଚନ କାର୍ୟ୍ୟରେ ପ୍ରତି ବୁଥରେ ଜଣେ ପ୍ରିଜାଇଡିଂ ଅଫିସର, ୪ଜଣ ପୋଲିଂ ଅଫିସର ଓ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା