Masthead

ନବୀନଙ୍କ ବିରୋଧରେ ଶିଶିରଙ୍କୁ ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ବିଜେପି ଆଜି ୧୧୨ଜଣ ବିଧାୟକଙ୍କ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ବାକି ୩୫ଟି ଆସନ ପାଇଁ ବିଜେଡି ଏବେବି ଅଙ୍କକଷା ଜାରି ରଖିଛି । ଦଳ ନିଜର ମୋଟ ୨୨ଜଣ ସିଟିଂ ବିଧାୟକଙ୍କ ମଧ୍ୟରୁ ୧୭ଜଣଙ୍କ ଉପରେ ପୁଣିଥରେ ଭରସା କରିଛି । ୨ଜଣ ବିଧାୟକଙ୍କ ଟିକେଟ୍ କାଟିଛି । ତେବେ ଏହାରି ଭିତରେ ହିଞ୍ଜିଳି ଆସନକୁ ନେଇ ଚର୍ଚ୍ଚା ହେଉଛି । କାରଣ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପାଇଁ ପ୍ରାର୍ଥୀ ହୋଇଥିଲା ବେଳେ ବିଜେପି ସେଠୁ କାହାକୁ ପ୍ରାର୍ଥୀ କରିଛି ତାକୁ ନେଇ ଚର୍ଚ୍ଚା ହେଉଥିଲା ।

ଆଉ ଏବେ ହିଞ୍ଜିଳି ଆସନ ପାଇଁ ବିଜେପି ପ୍ରାର୍ଥୀ ଘେଷୋଣା କରିଛି । ହିଞ୍ଜିଳିରୁ ପ୍ରାର୍ଥୀ ହୋଇଛନ୍ତି ଶିଶିର ମିଶ୍ର । ଗତ ବିଧାନସଭା ନିର୍ବାଚନରେ ପିତାମ୍ବର ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଥିଲା ବିଜେପି । ହେଲେ ନବୀନ ପଟ୍ଟନାୟକଙ୍କ ବିରୋଧରେ ପିତାମ୍ବର ଆଚାର୍ଯ୍ୟ ବହୁ ଭୋଟ ବ୍ୟବଧାନରେ ପରାଜିତ ହୋଇଥିଲେ । ଦଳ ପିତାମ୍ବର ଆଚାର୍ଯ୍ୟଙ୍କ ବଦଳରେ ଶିଶିର ମିଶ୍ରଙ୍କୁ ଭରସା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ