Masthead

ସୋରୁମରୁ ୪ ଲକ୍ଷ ଲୁଟ୍

ହିଞ୍ଜଳିକାଟୁ(ବଡ଼ ଖବର ବ୍ୟୁରୋ): କିଛିଦିନର ନୀରବତା ପରେ ପୁଣି ହିଞ୍ଜିଳି ଥାନା ଅଞ୍ଚଳରେ ମାତିଛନ୍ତି ଲୁଟେରା । ବଇଞ୍ଚବଣିଆ ବ୍ରିଜ ନିକଟ ୫୯ ଜାତୀୟ ରାଜପଥ କଡରେ ଥିବା ବାଇକ୍ ସୋ’ରୁମରେ ମଙ୍ଗଳବାର ମଧ୍ୟରାତିରେ କିଛି ଦୁର୍ବୃତ୍ତ ତାଲା ଭାଙ୍ଗି ନଗଦ ୪.୫୦ ଲକ୍ଷ ଟଙ୍କା ଲୁଟ କରିଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିବା ସହ ସନ୍ଧାନି କୁକୁର ଓ ସାଇନଟିଫିକ୍ ଟିମ୍ ସହାୟତାରେ ଅନୁସନ୍ଧାନ ଜାରି ରଖିଛି। ମଙ୍ଗଳବାର ରାତିରେ ମାଲିକ ଅନୁପସ୍ଥିତ ଥିବାରୁ କର୍ମଚାରୀମାନେ ସୋ ରୁମ ବନ୍ଦ କରିଥିଲେ। ବୁଧବାର ସକାଳେ ମାଲିକ ଆସି ଦେଖିଲା ବେଳକୁ କ୍ୟାସ ବକ୍ସରୁ ୪ ଲକ୍ଷ ୫୦ ହଜାର ଟଙ୍କା ଗାଏବ ହୋଇଯାଇଛି । ଚୋରି ବେଳର ଭିଡିଓ ସିସିଟିଭି ଫୁଟେଜରେ କଏଦ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ