Masthead

ସୋରୁମରୁ ୪ ଲକ୍ଷ ଲୁଟ୍

ହିଞ୍ଜଳିକାଟୁ(ବଡ଼ ଖବର ବ୍ୟୁରୋ): କିଛିଦିନର ନୀରବତା ପରେ ପୁଣି ହିଞ୍ଜିଳି ଥାନା ଅଞ୍ଚଳରେ ମାତିଛନ୍ତି ଲୁଟେରା । ବଇଞ୍ଚବଣିଆ ବ୍ରିଜ ନିକଟ ୫୯ ଜାତୀୟ ରାଜପଥ କଡରେ ଥିବା ବାଇକ୍ ସୋ’ରୁମରେ ମଙ୍ଗଳବାର ମଧ୍ୟରାତିରେ କିଛି ଦୁର୍ବୃତ୍ତ ତାଲା ଭାଙ୍ଗି ନଗଦ ୪.୫୦ ଲକ୍ଷ ଟଙ୍କା ଲୁଟ କରିଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିବା ସହ ସନ୍ଧାନି କୁକୁର ଓ ସାଇନଟିଫିକ୍ ଟିମ୍ ସହାୟତାରେ ଅନୁସନ୍ଧାନ ଜାରି ରଖିଛି। ମଙ୍ଗଳବାର ରାତିରେ ମାଲିକ ଅନୁପସ୍ଥିତ ଥିବାରୁ କର୍ମଚାରୀମାନେ ସୋ ରୁମ ବନ୍ଦ କରିଥିଲେ। ବୁଧବାର ସକାଳେ ମାଲିକ ଆସି ଦେଖିଲା ବେଳକୁ କ୍ୟାସ ବକ୍ସରୁ ୪ ଲକ୍ଷ ୫୦ ହଜାର ଟଙ୍କା ଗାଏବ ହୋଇଯାଇଛି । ଚୋରି ବେଳର ଭିଡିଓ ସିସିଟିଭି ଫୁଟେଜରେ କଏଦ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା