Masthead

ହୀରାକୁଦ ଡ୍ୟାମରୁ ଛଡ଼ାଯିବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ରବିବାର ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ । ହୀରାକୁଦ ଡ୍ୟାମରୁ ଛଡ଼ାଯିବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଦିନ ୧୧ଟାରେ ସ୍ଲୁଇସ୍ ଗେଟରେ ହେବ ନିଷ୍କାସନ । ଫଳରେ ମହାନଦୀ ଓ ଏହାର ଶାଖା ନଦୀରେ ଜଳପତ୍ତନ ବୃଦ୍ଧି ପାଇବ ।

ମହାନଦୀ ବ୍ୟାରେଜରେ କିପରି ବନ୍ୟାଜଳ ସଠିକ ଭାବେ ନିଷ୍କାସିତ ହେବ ସେନେଇ ମୁଣ୍ଡଳୀ ବ୍ୟାରେଜ କତ୍ତୃପକ୍ଷ ସଜାଗ ରହିଛନ୍ତି । ମହାନଦୀର ତଳିଆ ଅଞ୍ଚଳ ବାସୀଙ୍କୁ ସତ୍ତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ମହାନଦୀର ବନ୍ୟାଜଳକୁ କଣ୍ଟ୍ରୋଲ କରିବା ପାଇଁ ମୁଣ୍ଡଳୀଠାରେ ୧୦ଟି ସ୍ଲୁଇସ ଗେଟ ସହ ୩୭୪ଟି ଫଲ ବୋର୍ଡ ସଟର ମରାମତି ମଧ୍ୟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା