ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ । ଆସନ୍ତା ୨୩ରୁ ଖୋଲିବ ହୀରାକୁଦ ଡ଼୍ୟାମ । ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରର ଜଳସ୍ତର ବଢ଼ୁଛି । ତେଣୁ ବନ୍ୟାଜଳ ଛାଡ଼ିବା ନେଇ ଡ୍ୟାମ୍ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି । ଏଥିଯୋଗୁଁ ମହାନଦୀ ଓ ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବ ।