Masthead

୨୩ ଖୋଲିବ ହୀରାକୁଦ ଡ୍ୟାମ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ । ଆସନ୍ତା ୨୩ରୁ ଖୋଲିବ ହୀରାକୁଦ ଡ଼୍ୟାମ । ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରର ଜଳସ୍ତର ବଢ଼ୁଛି । ତେଣୁ ବନ୍ୟାଜଳ ଛାଡ଼ିବା ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି । ଏଥିଯୋଗୁଁ ମହାନଦୀ ଓ ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ଅଧା ରାଜ୍ୟରେ ବର୍ଷା! 🔴 ଦିଲ୍ଲୀ ଯିବେ ମୋହନ-ନବୀନ! 🔴 ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ 🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ଆଜିଠାରୁ ରତ୍ନଭଣ୍ଡାର ଗଣତି 🔴 ୪ ଦିନ ନିର୍ଧୂମ ବର୍ଷିବ 🔴 ଭରଣପୋଷଣ ନଦେଲେ ଦରମାରୁ କଟିବ ଟଙ୍କା 🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ଅଧା ରାଜ୍ୟରେ ବର୍ଷା! 🔴 ଦିଲ୍ଲୀ ଯିବେ ମୋହନ-ନବୀନ! 🔴 ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ 🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ଆଜିଠାରୁ ରତ୍ନଭଣ୍ଡାର ଗଣତି 🔴 ୪ ଦିନ ନିର୍ଧୂମ ବର୍ଷିବ 🔴 ଭରଣପୋଷଣ ନଦେଲେ ଦରମାରୁ କଟିବ ଟଙ୍କା 🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି