Masthead

ଅପରାହ୍ନରେ ଖୋଲାଯିବ ହୀରାକୁଦ ଗେଟ୍: ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ

ହୀରାକୁଦ(ବଡ଼ ଖବର ବ୍ୟୁରୋ):  ଖୋଲାଯିବ ହୀରାକୁଦ ଜଳଭଣ୍ଡାର ଗେଟ । ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା । ଆଜି ଅପରାହ୍ନରେ ହୀରାକୁଦର ଅଧିକ ଗେଟ୍ ଖୋଲିବ । କାଲି ଛତିଶଗଡ଼ ଉପରମୁଣ୍ଡରେ ବର୍ଷା ଯୋଗୁ ଜଳସ୍ତର ବଢୁଛି। ଏବେ ହୀରାକୁଦର ୨ଟି ଗେଟ୍ ଖୋଲା ଅଛି ବନ୍ୟାସ୍ଥିତି ନିୟନ୍ତ୍ରଣ ରହିଛି। କୌଣସି ବଡ଼ ଧାରଣ କ୍ଷୟକ୍ଷତି ନାହିଁ। ବ୍ରାହ୍ମଣୀ ନଦୀରେ ୨ଟି ଘାଇ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଯାଜପୁର ଜିଲ୍ଲାରେ ଛୋଟ ଧରଣର ବନ୍ୟା ହୋଇଛି। ମୁଣ୍ଡୁଳିରେ ୬ଲକ୍ଷ ୯୭ହଜାର କ୍ୟୁସେକ୍ ଜଳ ପ୍ରଭାବିତ ହେଉଛି।

ଖଇରୀ ମାଳ ୩ଲକ୍ଷ ୪୦ହଜାର ବରମୂଳ ୪ଲକ୍ଷ ୮୦ ଜଳ ପ୍ରଭାବିତ ହେଉଛି । ଏବେ ରାଜ୍ୟରେ ବର୍ଷାର ପରିମାଣ କମିଛି। ହୀରାକୁଦରେ ୪ଲକ୍ଷ ୭୦ହଜାର ପ୍ରବେଶ କରୁଛି ଯାହା ବର୍ଷା ହୋଇଛି ସେହି ଜଳ ପ୍ରବେଶ କରୁଛି। ହୀରାକୁଦ ଖୋଲିବା ପାଇଁ ଚିନ୍ତା କରାଯାଉଛି। ଅପରାହ୍ନରେ ଖୋଲାଯିବ ଗେଟ୍। ୧୨ଘଣ୍ଟା ଲାଗିବ ସେ ସମୟକୁ ତଳିଆ ଅଞ୍ଚଳରୁ ଜଳସ୍ତର କମିଯାଇଥିବ ବୋଲି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ