Masthead

ମହାମହିମ ରାଷ୍ଟ୍ରପତି ଅସୁସ୍ଥ

ନୂଆଦିଲ୍ଲୀ ( ବଡ଼ ଖବର ବ୍ୟୁରୋ): ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ । ହଠାତ ଛାତିରେ ଯନ୍ତ୍ରଣା କାରଣରୁ  ଶୁକ୍ରବାର ଦିନ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କର ରୁଟିନ୍ ଚେକଅଫ୍ ହେବା ପରେ ତାଙ୍କୁ ଡାକ୍ତରଙ୍କ ତତ୍ୱାବଧାନରେ ରଖାଯାଇଛି । ଡାକ୍ତରଙ୍କ ସୂଚନା ଅନୁସାରେ, ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

କିଛିଦିନ ତଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡିଶା ଆସିଥିଲେ। ସେ ଓଡିଶା ଆସି ରାଉରକେଲାର ସୁପର ସ୍ପେଶାଲିଷ୍ଟ ହସ୍ପିଟାଲ ଶୁଭ ଉଦଘାଟନ କରିବା ସହ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ । ସେଠାରେ ସେ ଛାତ୍ରଛାତ୍ରୀ ମାନଙ୍କୁ ବହୁ ଗୁରୁତ୍ୱପୂର୍ଣ୍ଣ ଉପଦେଶମାନ ମଧ୍ୟ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା