Before Header

ଇତିହାସ ରଚିଲା ସ୍ପେସ ଏକ୍ସ, ୪ ସାଧାରଣ ନାଗରିକଙ୍କୁ ପଠାଇଲା ମହାକାଶ

0 20

(ବଡ଼ ଖବର ବ୍ୟୁରୋ): ଇତିହାସ ରଚିଲା ସ୍ପେସ ଏକ୍ସ। ୪ ସାଧାରଣ ନାଗରିକଙ୍କୁ ୩ ଦିନ ପାଇଁ ମହାକାଶ ପଠାଇଛି ସ୍ପେସ ଏକ୍ସ। ବିଶିଷ୍ଟ ବ୍ୟବସାୟୀ ଏଲଟ ମସ୍କଙ୍କ କମ୍ପାନୀ ସ୍ପେସ୍ ଏକ୍ସ ପ୍ରଥମ ଅଲ୍ ସିଭିଲିଆନ୍ କ୍ରୁ ବୁଧବାର ମହାକାଶ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । କମ୍ପାନୀ ପ୍ରଥମ ଥର ୪ ଜଣ ସାଧାରଣ ନାଗରିକଙ୍କୁ ମହାକାଶ ପଠାଇଛି । ଏହି ମିଶନକୁ ଇନସ୍ପେରିସନ-୪ ନାଁ ଦିଆଯାଇଛି ।

ଏହି ୪ ଜଣ ମହାକାଶ ଯାତ୍ରୀ ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନରେ ୧୬୦ କିମି ଉଚ୍ଚ କକ୍ଷରେ ପରିକ୍ରମା କରି ୩ ଦିନ ବିତାଇବେ । ବିଶିଷ୍ଟ ବ୍ୟବସାୟୀ ଏଲଟ ମସ୍କଙ୍କ କମ୍ପାନୀ ସ୍ପେସ୍‌ ଏକ୍ସ ପ୍ରଥମ ଅଲ୍‌ ସିଭିଲିଆନ୍‌ କ୍ରୁ ବୁଧବାର ମହାକାଶ ଅଭିମୁଖେ ଯାତ୍ରା ଆରମ୍ଭ କରିଛି। କମ୍ପାନୀ ପ୍ରଥମ ଥର ୪ ଜଣ ସାଧାରଣ ନାଗରିକଙ୍କୁ ମହାକାଶ ପଠାଇଛି ।

ଏହି ମିଶନକୁ ଇନସ୍ପେରିସନ-୪ ନାଁ ଦିଆଯାଇଛି । ଏହି ୪ ଜଣ ମହାକାଶ ଯାତ୍ରୀ ଅନ୍ତର୍ଜାତୀୟ ସ୍ପେସ୍‌ ଷ୍ଟେସନରେ ୧୬୦ କିମି ଉଚ୍ଚ କକ୍ଷରେ ପରିକ୍ରମା କରି ୩ ଦିନ ବିତାଇବେ । ଏହାପରେ ସ୍ପେସ କ୍ରାଫ୍ଟ ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ କରିବ ଓ ଫ୍ଲୋରିଡାରେ ଅବତରଣ କରିବ ।

Leave A Reply

Your email address will not be published.