Masthead

ଭଦ୍ରକ ଜିଲ୍ଲାର ୪ଟି ବ୍ଲକରେ ଆଜି ସବୁ ସ୍କୁଲ ଛୁଟି

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାରେ ୪ଟି ବ୍ଲକରେ ଆଜି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି । । ଭଣ୍ଡାରିପୋଖରୀ, ତିହିଡି, ଧାମନଗର ଓ ଚାନ୍ଦବାଲି ବ୍ଲକରେ ସ୍କୁଲ ଛୁଟି । ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏହି ନିଷ୍ପତି ନେଇଛନ୍ତି । ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ଗାଁ ଜଳବନ୍ଦୀ ଥିବା ବେଳେ ରାସ୍ତା ଉପରେ ପାଣି ଚାଲୁଛି। ସେପଟେ ଆଖଣ୍ଡଳମଣିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଅସୁରାଳ ବଜାର ଉପରେ ୩ ଫୁଟ୍‌ର ବନ୍ୟା ଜଳ ପ୍ରବାହିତ ହେତୁ ଆଖଣ୍ଡଳମଣିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି