ଭଦ୍ରକ ଜିଲ୍ଲାର ୪ଟି ବ୍ଲକରେ ଆଜି ସବୁ ସ୍କୁଲ ଛୁଟି

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାରେ ୪ଟି ବ୍ଲକରେ ଆଜି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି । । ଭଣ୍ଡାରିପୋଖରୀ, ତିହିଡି, ଧାମନଗର ଓ ଚାନ୍ଦବାଲି ବ୍ଲକରେ ସ୍କୁଲ ଛୁଟି । ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏହି ନିଷ୍ପତି ନେଇଛନ୍ତି । ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ଗାଁ ଜଳବନ୍ଦୀ ଥିବା ବେଳେ ରାସ୍ତା ଉପରେ ପାଣି ଚାଲୁଛି। ସେପଟେ ଆଖଣ୍ଡଳମଣିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଅସୁରାଳ ବଜାର ଉପରେ ୩ ଫୁଟ୍‌ର ବନ୍ୟା ଜଳ ପ୍ରବାହିତ ହେତୁ ଆଖଣ୍ଡଳମଣିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ