‘ୟାଶ’ ପ୍ରସ୍ତୁତିର ସମୀକ୍ଷା କଲେ ଗୃହମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମାଡ଼ିଆସୁଛି ବାତ୍ୟା ‘ୟାଶ’ । ଏହାର ମୁକାବିଲା ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ଆଜି ବାତ୍ୟାର ସମୀକ୍ଷା କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ପ୍ରଭାବିତ ହେବାକୁ ଥିବା ୩ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଶାହ । ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବାତ୍ୟାର ସମୀକ୍ଷା କରିଛନ୍ତି ଶାହ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ, ଏସଆରସି ଓ ଅନ୍ୟାନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ରହିଥିଲେ । ଏଥିରେ ଅକ୍ସିଜେନ ଓ ଟିକା ଯୋଗାଣକୁ ବିଶେଷ ଗୁରୁତ୍ୱ ଦେଇଛନ୍ତି ଶାହ । ସେହିପରି ବିଦ୍ୟୁତ କଟିଲେ ଏହାର ବିକଳ୍ପ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’