Masthead

ଗୃହମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମହାଲିଙ୍ଗ କଲେଜ ମମିତା ହତ୍ୟା କାଣ୍ଡକୁ ନେଇ ସାରା ରାଜ୍ୟରେ ଜୋର ଧରିଥିବା ବେଳେ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଜୁନାଗଡ ଠାରେ ଲୋକଙ୍କ ସମ୍ମୁଖକୁ ଆସିଛନ୍ତି । ଏଥିନେଇ ସ୍ତାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ ପାର୍ଶ୍ଵରେ ସତାଧିକ ମହିଳା ଏବ୍ଂ ଜନସାଧାରଣ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦେଇଛନ୍ତି ।

କ୍ୟାପଟେନ ମିଶ୍ର ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହିତ ଷ୍ଟାଡିୟମ୍ ଗେଟରେ ପହଁଞ୍ଚିବା କ୍ଷଣି ଶହ ଶହ ମହିଳା ସ୍ୱାଗତ ଜଣାଇଥିଲେ। ଏହା ପରେ ଷ୍ଟାଡିୟମ୍ ପରିସରରେ ମହିଳା ଓ ଶିଶୁ ମାନଙ୍କ ପାଇଁ ଏକ ଉଦ୍ୟାନର ଭିତି ପ୍ରସ୍ତର ସ୍ଥାପନ କରିଥିଲେ । ସେଠାରୁ ବାହାରି ଯିବାସମୟରେ ବ୍ଲକ ଛକ ନିକଟରେ ଅଣ୍ଡା ମାଡ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା