Masthead

ପତାକା ବାନ୍ଧିବା ବେଳେ ଅଘଟଣ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ସ୍ୱାଧୀନତାର ଖୁସି ଭିତରେ ଦୁଃଖର ଖବର । ଖୋର୍ଦ୍ଧା ଜଙ୍କିଆ ଥାନା ଶିକୋ ଫାଣ୍ଡିରେ ପତାକା ବାନ୍ଧିବା ବେଳେ ଲାଗିଗଲା ବିଦ୍ୟୁତ ତାର । ଚାଲିଗଲା ଜଣେ ହୋମ୍‌ଗାର୍ଡଙ୍କ ଜୀବନ। ଜଣେ କନଷ୍ଟେବଲ୍‌ ଗୁରୁତର ଭାବେ ଆହତ ମଧ୍ୟ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

୭୫ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଫାଣ୍ଡି ପରିସରରେ ଆଜି ସକାଳେ ଚାଲିଥିଲା ପ୍ରସ୍ତୁତି। ପତାକା ଉତ୍ତୋଳନ ପାଇଁ ଏକ ଲୁହା ଖୁଣ୍ଟ ପୋତିବା ବେଳେ ତାହା ନିକଟସ୍ଥ ୧୧ କେଭି ବିଦ୍ୟୁତ୍ ତା’ର ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ଜଣେ ହୋମ୍‌ଗାର୍ଡ ଓ ଜଣେ କନଷ୍ଟେବଲ୍‌ଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା। ବିଦ୍ୟୁତ୍ ଆଘାତ ଲାଗିବା ପରେ ଘଟଣାସ୍ଥଳରେ  ହୋମ୍‌ଗାର୍ଡଙ୍କର ମୃତ୍ୟୁ ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା