Masthead

ଗୃହ ଅଚଳ: ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେଲା ବିଜେଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ମଧ୍ୟ ଶାସକ- ବିରୋଧୀ ମୁହାଁମୁହିଁ ହୋଇଥିଲେ । ବୁଧବାର ଗୃହ ଆରମ୍ଭ ହେବା ମାତ୍ରେ ମଣ୍ଡି ପ୍ରସଙ୍ଗକୁ ନେଇ କମ୍ପିଲା ଗୃହା ବାଧ୍ୟ ହୋଇ ଅପରାହ୍ନ ୪ ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ଫତି ।

ବିଧାନସଭା ଆରମ୍ଭରୁ ଗୋଟିଏ ମିନିଟ ବି ଚାଲିପାରିନଥିଲା ପ୍ରଶ୍ନକାଳ । ଦେବଗଡ଼ର ବିଜେପି ବିଧାୟକ ସୁବାସ ପାଣିଗ୍ରାହୀଙ୍କ କ୍ଷମା ଦାବି କରି ଶାସକ ଦଳର ସଦସ୍ୟମାନେ ହଟ୍ଟଗୋଳ କରିଥିଲେ । ପରେ ବିଜେଡି ସଦସ୍ୟମାନେ ଶୋଭାଯାତ୍ରାରେ ବିଭିନ୍ନ ନାରା ଦେଇ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ସ୍ମାରକ ପ୍ରଦାନ କରିଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ