Masthead

ଝାରପଡ଼ା ଜେଲରୁ ବାହାରିଲେ ହନିଟ୍ରାପ୍ କୁଇନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରପଡ଼ା ଜେଲରୁ ବାହାରିଲେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ । ୧୪ ମାସ ପରେ ଜେଲରୁ ବାହାରିଲେ । ଇଡି ମାମଲାରେ ହାଇକୋର୍ଟରୁ ଜାମିନ ମିଳିବା ପରେ ମୁକୁଳିଲେ ଅର୍ଚ୍ଚନା । ଅର୍ଚ୍ଚନାଙ୍କୁ ନେବାକୁ ଆସିଥିଲେ ସ୍ୱାମୀ ଜଗବନ୍ଧୁ ଚାନ୍ଦ । ଜେଲ୍‌ରୁ ବାହାରିବା ପରେ ଗଣମାଧ୍ୟମକୁ ଅର୍ଚ୍ଚନାଙ୍କ ପ୍ରତିକ୍ରିୟା ।

କହିଛନ୍ତି କୋର୍ଟଙ୍କ ଦ୍ୱାରସ୍ଥ ହେବି । ସବୁ ତଥ୍ୟ ପ୍ରମାଣ କୋର୍ଟରେ ଦାଖଲ କରିବି । କୋର୍ଟଙ୍କ ଉପରେ ଭରସା ଅଛି । ତଦନ୍ତରେ ସହଯୋଗ କରିବି । ତେବେ ହାଇକୋର୍ଟରୁ ତାଙ୍କୁ ସର୍ତ୍ତମୂଳକ ଜାମିନ୍ ମିଳିବା ପରେ ଆଜି ସେ ଝାରପଡା ଜେଲରୁ ମୁକୁଳିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ