Masthead

ଝାରପଡ଼ା ଜେଲରୁ ବାହାରିଲେ ହନିଟ୍ରାପ୍ କୁଇନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରପଡ଼ା ଜେଲରୁ ବାହାରିଲେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ । ୧୪ ମାସ ପରେ ଜେଲରୁ ବାହାରିଲେ । ଇଡି ମାମଲାରେ ହାଇକୋର୍ଟରୁ ଜାମିନ ମିଳିବା ପରେ ମୁକୁଳିଲେ ଅର୍ଚ୍ଚନା । ଅର୍ଚ୍ଚନାଙ୍କୁ ନେବାକୁ ଆସିଥିଲେ ସ୍ୱାମୀ ଜଗବନ୍ଧୁ ଚାନ୍ଦ । ଜେଲ୍‌ରୁ ବାହାରିବା ପରେ ଗଣମାଧ୍ୟମକୁ ଅର୍ଚ୍ଚନାଙ୍କ ପ୍ରତିକ୍ରିୟା ।

କହିଛନ୍ତି କୋର୍ଟଙ୍କ ଦ୍ୱାରସ୍ଥ ହେବି । ସବୁ ତଥ୍ୟ ପ୍ରମାଣ କୋର୍ଟରେ ଦାଖଲ କରିବି । କୋର୍ଟଙ୍କ ଉପରେ ଭରସା ଅଛି । ତଦନ୍ତରେ ସହଯୋଗ କରିବି । ତେବେ ହାଇକୋର୍ଟରୁ ତାଙ୍କୁ ସର୍ତ୍ତମୂଳକ ଜାମିନ୍ ମିଳିବା ପରେ ଆଜି ସେ ଝାରପଡା ଜେଲରୁ ମୁକୁଳିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ