Masthead

ଶିବସେନା କର୍ମୀଙ୍କ ଗୁଣ୍ଡାରାଜ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଲଖିମପୁର ଖେରୀ ହିଂସା ବିରୋଧରେ ଗତକାଲି ମହାରାଷ୍ଟ୍ର ବନ୍ଦ ରହିଥିଲା । ଏହି ସମୟରେ ଶିବସେନା କର୍ମୀ ମାରପିଟ କରିଥିବାର କଥା ସାମ୍ନାକୁ ଆସିଛି । ତେବେ ଶିବସେନା କର୍ମାଚାରୀମାନେ ବାଡ଼ି ସାହାଯ୍ୟରେ ରାସ୍ତାରେ ଯାଉଥିବା ପ୍ରତ୍ୟେକ ଅଟୋରିକ୍ସା ଡ୍ରାଇଭରଙ୍କୁ ଆକ୍ରମଣ କରିଥିଲେ । ଅନ୍ୟପଟେ ଯେଉଁ ଲୋକମାନେ ଏହି ବନ୍ଦକୁ ସମର୍ଥନ କରୁନଥିଲେ ତାଙ୍କୁ ମଧ୍ୟ ଶିବସେନାର କର୍ମୀମାନେ ଆକ୍ରମଣ କରୁଥିବାର ଦେଖିବାକୁ ମିଳିଛି ।

କେବଳ ଏତିକି ନୁହେଁ ବରଂ ମହାରାଷ୍ଟ୍ର ସରକାର ଦୋକାନ ବନ୍ଦ କରିବା ପାଇଁ ପୁଲିସର ସହାୟତା ମଧ୍ୟ ନେଇଥିଲେ । ଏପରିକି ଶିବସେନା କର୍ମଚାରୀମାନେ ଏକ ଦୋକାନରେ ପ୍ରବେଶ କରି ଦୋକନୀଙ୍କୁ ଧମକ ଦେଇ ଦୋକାନ ବନ୍ଦ କରିବାକୁ କହିଥିଲେ, ଯାହାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେବାରେ ଲାଗିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ