Masthead

ଗୁଜୁରି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଗୁଜୁରି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ । ଆଜି ବଡି ଭୋର ସମୟରେ କେନ୍ଦୁଝର ଗୁଜୁରି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ଶତାଧିକ ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି । ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ପୋଡି ପାଉଁଶ ହୋଇଯାଇଛି। ଦୋକାନ ଗୁଡ଼ିକ ବନ୍ଦ ଥିବାବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ତେବେ ଅଗ୍ନିଶମ ବିଭାଗର ତିନୋଟି ଟିମ୍ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଥିବା ବେଳେ ଅଗ୍ନିକାଣ୍ଡର କାରଣ ଜଣା ପଡିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ..